www.samajalive.in
Thursday, December 11, 2025
16.1 C
Bhubaneswar

ବଢୁଛି ହୀରାକୁଦ ଜଳସ୍ତର : ୧୨ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟା ଜଳ

ସମ୍ବଲପୁର: ହୀରାକୁଦ ଜଳସ୍ତର ବଢ଼ୁଥିବା ସଦ୍ୟ ସୂଚନା ମିଳିଛି। ବର୍ତ୍ତମାନ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଫଳରେ ୬୨୦.୪୧ଫୁଟରେ ପହଞ୍ଚିଛି ହୀରାକୁଦ ଜଳ । ବର୍ତ୍ତମାନ ଡ୍ୟାମ ଭିତରକୁ ପ୍ରବେଶ କରୁଛି ୪ ଲକ୍ଷ ୮୪ ହଜାର ଘନଫୁଟ ବନ୍ୟାଜଳ ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories