www.samajalive.in
Tuesday, December 9, 2025
17.1 C
Bhubaneswar

ରଙ୍ଗବତୀର କଳାକାରଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ସମ୍ବଲପୁର: ଭାରତ ସରକାରଙ୍କ ଅମୃତ ଭାରତ ଷ୍ଟେସନ ଯୋଜନାର ଶୁଭାରମ୍ଭ ପାଇଁ ସମ୍ବଲପୁର ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ରବିବାର ଆସିଥିଲେ। ଏହି ଅବସରରେ ବିଶ୍ୱପ୍ରସିଦ୍ଧ ସମ୍ବଲପୁରୀ ଗୀତ ‘ରଙ୍ଗବତୀ’ ର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଓ ଗାୟକ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ ଙ୍କ ସହିତ ଭେଟ ହେବା ସହିତ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ରଙ୍ଗବତୀ କେବଳ ଏକ ଗୀତ ନୁହେଁ, ବରଂ ଏହା ସମ୍ବଲପୁରୀ ବିଚାର ଓ ସଂସ୍କୃତିର ଅଭିବ୍ୟକ୍ତି ଅଟେ। ଏହି ଗୀତ ପାଇଁ ଦୀର୍ଘ ୬ ଦଶକ ହେବ ଏହି ଗୀତ ଲୋକଙ୍କ ମୁଖରେ ଚିରକାଳ ପାଇଁ ରହି ଆସୁଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories