www.samajalive.in
Wednesday, December 10, 2025
16.1 C
Bhubaneswar

ନଦୀରେ ଭାସି ୨ କାଉଡିଆ ନିଖୋଜ

ଖଇରା : ନଦୀରେ ଭାସି ଗଲେ ଦୁଇ କାଉଡ଼ିଆ। ଏଭଳି ଅଭାବନୀୟ ଘଟଣା ବାଲେଶ୍ଵର ଜିଲ୍ଲା ଖଇରା ବ୍ଳକରେ ଘଟିଛି। ଖଇରା ବ୍ଲକ ବରଦା ନିକଟସ୍ଥ ଅଣିଜ ସିନ୍ଧୁକେଶ୍ବର ମହାଦେବ ମନ୍ଦିରକୁ ଜଳ ଢାଳିବାକୁ ଯାଉଥିବା ବେଳେ ବରଦା ପୋଲ ତଳେ ସାଳିନ୍ଦୀ ନଦୀରେ ଭାସି ଗଲେ ୨ଜଣ କାଉଡ଼ିଆ। ନିଖୋଜ ଥିବା ଦୁଇ ଜଣ ସାନ ଜୟୀପୁର ଗ୍ରାମର ବୋଲି ସୂଚନା ମିଳିଛି ।ଖବର ପାଇ ଆଗରପଡା ଓ ଅଡା ଦମକଳଵାହିନୀ ଖୋଜିଖୋଜି ଜାରି ରଖିଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories