www.samajalive.in
Sunday, December 7, 2025
23.1 C
Bhubaneswar

ରାଜଧାନୀ ଏମ୍‌‌ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଏମ୍‌‌ସ ହସ୍ପିଟାଲ ପରିସରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗି ଥିବା ନେଇ ଖବର ମିଳିଛି। ନିଆଁ ଲିଭାଇବା ପାଇଁ ୬ଟି ଅଗ୍ନିଶମ ଗାଡି ନିୟୋଜିତ ରହିଛି। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିକାଣ୍ଡ କାରଣରୁ ଧୂଆଁମୟ ପରିବେଶ ସୃଷ୍ଟି ହୋଇଛି। ଅଗ୍ନିଶମ କର୍ମଚାରୀ ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ ଏଯାଏଁ କ’ଣ କ୍ଷୟକ୍ଷତି ଘଟିଛି ସେନେଇ କୌଣସି ସୂଚନା ମିଳି ନାହିଁ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories