www.samajalive.in
Thursday, December 11, 2025
18.1 C
Bhubaneswar

ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ଘଟଣା : ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ବର : ଭୁବନେଶ୍ୱର ଦୀପାଳି ହୋଟେଲରେ ରମାଦେବୀ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ଚର୍ଚ୍ଚା ଲାଗି ରହିଛି। ଇତି ମଧ୍ୟରେ ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତେବେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ଭିସେରା ଫୋରେନସିକ ଲ୍ୟାବ୍‌କୁ ପଠାଯାଇଛି। ଅନ୍ୟପକ୍ଷରେ ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାରେ ତାଙ୍କ ପରିବାର ଲୋକ, ସାଙ୍ଗସାଥୀ ଓ ପୁରୁଷବନ୍ଧୁଙ୍କୁ ମିଶାଇ ୧୧ରୁ ଅଧିକ ଲୋକଙ୍କୁ ଲକ୍ଷ୍ମୀସାଗର ଥାନା ପୁଲିସ ପଚରାଉଚରା କରିଛି। ସୂଚନାଯୋଗ୍ୟ, ଗତ ଶନିବାର  ହୋଟେଲ ରୁମ ଭିତରୁ ଶୁଭଲକ୍ଷ୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories