www.samajalive.in
Saturday, December 6, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

୬ ରାଜ୍ୟରେ ୭ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା.. ସେପ୍ଟେମ୍ବର ୫ରେ ମତଦାନ.. ୮ରେ ପ୍ରକାଶ ପାଇବ ଫଳାଫଳ..

ସଂସଦରେ  ଅନାସ୍ଥା ପ୍ରସ୍ତାବକୁ ବିରୋଧ କଲା ବିଜେଡି.. କେନ୍ଦ୍ର ସରକାର ଓ ମୋଦୀଙ୍କ ସପକ୍ଷରେ କହିଲେ ପିନାକୀ..

- Advertisement -

କଟକ ସଦର ଥାନା ଅଞ୍ଚଳରେ ଗୁଳିମାଡ଼.. ଜଣେ ମୃତ.. ସଦର ଥାନା ସୁଭଦ୍ରାପୁର ଅଞ୍ଚଳରେ ଗୁଳିକାଣ୍ଡ..

ସ୍କୁଲରେ ନାମଲେଖା ପାଇଁ ବାଧ୍ୟତାମୂଳକ ନୁହେଁ ଆଧାରକାର୍ଡ଼.. ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ..

ବୁଧବାର ଶ୍ରାବଣ-ମଳ କୃଷ୍ଣ ନବମୀ ତିଥି.. ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହେବ ଅନୁଷ୍ଠିତ ..

ଭୁବନେଶ୍ବର : ଛାତ୍ରୀ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ଘଟଣା.. ରିପୋର୍ଟରେ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା..

ବନ୍ୟା ଜଳ ପ୍ରବେଶ କମିଥିବାରୁ ହୀରାକୁଦର ୧୦ ଗେଟ୍‌ ବନ୍ଦ .. ଏବେ ସୁଦ୍ଧା ୧୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିବା ସୂଚନା..

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର.. ୩୩ ତମ ବିଚାରପତି ଭାବେ ଶପଥ ନେଲେ..

ଆଜି ଭାରତ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ତୃତୀୟ ଟି-୨୦ ମୁକାବିଲା.. ରାତି ୮ଟାରେ ଖେଳାଯିବ ମ୍ୟାଚ.. ୫ ଟିକିଆ ସିରିଜରେ ଲଗାତର ଦୁଇଟି ମ୍ୟାଚ ଜିତି ୨-୦ରେ ଆଗୁଆ ରହିଛି ଘରୋଇ ଦଳ..

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories