www.samajalive.in
Thursday, December 11, 2025
16.1 C
Bhubaneswar

ନୁହରେ ଅପରାହ୍ନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ଚଣ୍ଡିଗଡ : ହରିୟାଣାର ନୁହରେ ହିଂସା ପରେ ପରିସ୍ଥିତିରେ ସୁଧାର ଏ ପର୍ଯ୍ୟନ୍ତ ଆସିନାହିଁ। ସ୍ଥିତି ନିୟନ୍ତ୍ରଣକୁ ଆଣିବାକୁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ଉଦ୍ୟମ ଫେଲ୍‌ ମାରିଛି। ଅଗଷ୍ଟ ୯ ଅର୍ଥାତ୍‌ ଆଜି ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯିବ ନୁହ ଜିଲା ମାଜିଷ୍ଟ୍ରେଟଙ୍କ ତରଫରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଫଳରେ ଲୋକମାନେ ଅତି ଆବଶ୍ୟକ ଜିନିଷପତ୍ର କିଣି ପାରିବେ। ବର୍ତ୍ତମାନ ଅଗଷ୍ଟ ୧୧ ପର୍ଯ୍ୟନ୍ତ ନୁହ ଜିଲାରେ ଇଣ୍ଟରନେଟ୍‌ ଏବଂ ଏସଏମଏସ ସେବା ଉପରେ ପ୍ରତିବନ୍ଧକ ଲଗାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories