www.samajalive.in
Thursday, December 11, 2025
18.1 C
Bhubaneswar

ସକାଳ ୧୦ଟା ମୁଖ୍ୟ ଖବର

-ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ସମୟପୂର୍ବରୁ ଅବସର ପ୍ରଦାନ : ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତିରୁ ସୂଚନା…

– ଇକ୍ୱାଡୋରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା…

- Advertisement -

-ପୁଣି ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ : ଟ୍ରକ୍‌ଟି ଲୁହା ବୋଝେଇ କରି କୋଇଡ଼ାରୁ ଛତିଶଗଡ଼ ଅଭିମୁଖେ ଯାଉଥିବା ସୂଚନା….

-ନନ୍ଦନବିହାରରେ ଅଗ୍ନିକାଣ୍ଡ : ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର, ଉଦ୍ଧାରକାର୍ଯ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ….

-କୁମ୍ଭାରପଡ଼ା : ପାରିବାରିକ କଳହରୁ ଗୋଟିଏ ପରିବାରର ୫ ଜଣଙ୍କୁ ଛୁରାମାଡ…

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories