www.samajalive.in
Sunday, December 14, 2025
26.1 C
Bhubaneswar

ବିପୁଳ କଫ ସିରଫ ଜବତ

ସମ୍ବଲପୁର : ସମ୍ବଲପୁର ପୁଲିସ ଦ୍ୱାରା ବୁଧବାର ୧ ହଜାରଟି ନିଶା କଫ ସିରଫ ଜବତ କରାଯାଇଥିବାବେଳେ ଗୁରୁବାର ଅନ୍ୟ ଏକ ଅଞ୍ଚଳରୁ ବିପୁଳ ନିଶାକଫ ସିରଫ ଜବତ କରାଯାଇଥିବାର ସୂଚନା ମିଳିଛି। ବିଶ୍ୱସ୍ତସୂତ୍ରରୁ ପ୍ରକାଶ ଯେ, ସମ୍ବଲପୁର ପୁଲିସ ଦ୍ୱାରା ଟାଉନ ଥାନା ନିକଟବର୍ତ୍ତୀ ଅଞ୍ଚଳରୁ ୫ ଶହରୁ ଊର୍ଦ୍ଧ୍ବ ନିଶା କଫ ସିରଫ ଧରାଯାଇଛି। ଏହି ମାମଲାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି ବୋଲି ଜଣାପଡ଼ିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories