www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ : ୧୯ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ୧୯ଟି ପ୍ରସ୍ତାବରେ ମୋହର ଲାଗିଥିବା ସୂଚନା ମିଳିଛି। ମିଲେଟ୍‌ ମିଶନକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ ନିଆଯାଇଛି। ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ, ସ୍ବତନ୍ତ୍ର କାର୍ଯ୍ୟକ୍ରମକୁ ପ୍ରୋତ୍ସାହନ ପାଇଁ ପାଣ୍ଠି, ‘ନୂଆ’ ଓଡ଼ିଶା ଯୋଜନାକୁ ମଞ୍ଜୁରୀ, ବାର୍ଷିକ ଲକ୍ଷେ ଯୁବକଯୁବତୀଙ୍କୁ ତାଲିମ୍‌, ବ୍ୟାଙ୍କ ନ ଥିବା ପଞ୍ଚାୟତରେ ବ୍ୟାଙ୍କ ସେବା ପରି ୧୯ଟି ପ୍ରମୁଖ ପ୍ରସ୍ତାବ ଉପରେ ମୋହର ଲାଗିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories