www.samajalive.in
Tuesday, December 9, 2025
16.1 C
Bhubaneswar

ଗୋଶାଳା ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି, ୮୦ ଛାତ୍ରଛାତ୍ରୀ ଆକ୍ରାନ୍ତ

ସମ୍ବଲପୁର: ସମ୍ବଲପୁର ଗୋଶାଳାସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡାବାନ୍ତି ହୋଇ ହଷ୍ଟେଲର ୮୦ରୁ ଅଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସ୍ଥିତି ଅନୁଧ୍ୟାନ ପାଇଁ ସ୍ବାସ୍ଥ୍ୟ ବିଭାଗର ଏକ ଦଳ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି । ତେବେ ସମସ୍ତ ଆକ୍ରାନ୍ତ ଛାତ୍ରଛାତ୍ରୀ ସୁସ୍ଥ ଅଛନ୍ତି ବୋଲି ସ୍କୁଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ତେବେ କୌଣସି ଖାଦ୍ୟ ଖାଇବା ଯୋଗୁଁ ଝାଡ଼ାବାନ୍ତିର ଶିକାର ହୋଇଥିବା ଆଶଙ୍କା କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories