www.samajalive.in
Tuesday, December 9, 2025
19.1 C
Bhubaneswar

ଝୁରେ ଗାଁ, କାନ୍ଦେ ଜନତା : ପହଞ୍ଚିଲା ସହିଦ ସୁଶାନ୍ତଙ୍କ ପାର୍ଥିବ ଶରୀର

ଆନନ୍ଦପୁର : ସହିଦ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର ଜନ୍ମମାଟିରେ ପହଞ୍ଚିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଗାଁ ଶ୍ମଶାନରେ ହେବ ଅନ୍ତିମ ସଂସ୍କାର । ସୂଚନା ଅନୁସାରେ, ସୁଶାନ୍ତଙ୍କ ପାର୍ଥିବ ଶରୀର କେନ୍ଦୁଝର ଜିଲା ଆନନ୍ଦପୁରରେ ପହଞ୍ଚିବା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଗାଁକୁ ନିଆଯାଇଥିଲା। ସେଠାରେ ବୀର ଯବାନ ସୁଶାନ୍ତଙ୍କ ଶେଷ ଦର୍ଶନ କରିଛନ୍ତି ହଜାର ହଜାର ମାନ୍ୟଗଣ୍ୟ ବ୍ୟକ୍ତି। କାନ୍ଦ ବୋବାଳିରେ ଫାଟି ପଡ଼ୁଛି ସାରା ଗଁା। ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ଆଖିରେ ଲୁହ। ପରିବାର ଲୋକେ ଓ ଗ୍ରାମବାସୀ ସୁଶାନ୍ତଙ୍କୁ ମନେ ପକାଇ ଝୁରି ହେଉଛନ୍ତି। ପ୍ରକାଶ ଯେ, ଗତକାଲି ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାର ହୁସିପିରେ ନକ୍ସଲଙ୍କ ଆକ୍ରମଣରେ ସୁଶାନ୍ତ ସହିଦ ହୋଇଥିଲେ।

Hot this week

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

Related Articles

Popular Categories