www.samajalive.in
Sunday, December 14, 2025
26.1 C
Bhubaneswar

ତାଡକାସାହି ବିଦ୍ୟାଳୟର ଆଦିବାସୀ ପିଲାଙ୍କୁ ଛତା ବଣ୍ଟନ

ପାତ୍ରପୁର: ପାତ୍ରପୁର ବ୍ଳକ ଆଙ୍କୁଲି ପଞ୍ଚାୟତ ତାଡକା ସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଆଦିବାସୀ ପିଲାଙ୍କୁ ଚିକିଟି ପେଣ୍ଠ ସେବା ସଂସ୍ଥାନ ତରପରୁ ଛତା ବଣ୍ଟନ କରାଯାଇଥିଲା। ଏଥିପାଇଁ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମସ୍ତ ୧୫୫ ଜଣ ଅନ୍ତେବାସୀଙ୍କୁ ଛତା ବଣ୍ଟନ କରାଯାଇଥିଲା। ଏହି ବଣ୍ଟନ କାର୍ଯ୍ୟକ୍ରମରେ ସେବାସଂସ୍ଥାନର କୃଷ୍ଣଚନ୍ଦ୍ର ସାହୁ, କେ. ସୀମାଚଳ, ନୀଳାଚଳ ବେହେରା, ନୀଳମାଧବ ପାଢ଼ୀ, ବି ପ୍ରକାଶ, ମିଟୁ ଶବର ପ୍ରମୁଖ ଉପସ୍ଥିତ ରହି ଛତା ବଣ୍ଟନ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories