www.samajalive.in
Sunday, December 14, 2025
23.1 C
Bhubaneswar

‘ସମାଜ’ ପ୍ରଭାବ, ହିମାଂଶୁଙ୍କ ପାଖରେ ପଂହଚିଲା ମେଡିକାଲ ଟିମ୍

ହରଭଙ୍ଗା : ହରଭଙ୍ଗା ପଂଚାୟତ ସୁରୁଣ୍ଡି ଗ୍ରାମର ପକ୍ଷପାତରେ ଆକ୍ରାନ୍ତ ହିମାଂଶୁ ଝାଙ୍କର ଭଳି ଜଣେ ଗରିବ ଶ୍ରେଣୀର ରୋଗୀର ଚିକିତ୍ସା ପାଇଁ ଅର୍ଥବାଧକ ସାଜିଛି ଏକ ଶୀର୍ଷକ ଖବର ରବିବାର ‘ସମାଜ’ରେ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ହରଭଙ୍ଗା ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶ୍ରୀମନ୍ତ ସ୍ୱାଇଁଙ୍କ ନିର୍ଦ୍ଦେଶକ୍ରମେ ହରଭଙ୍ଗା ମେଡିକାଲର ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ରଞିତା ସାହୁ ହିମାଂଶୁଙ୍କ ପାଖରେ ପଂହଚି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରିବୁଝିଛନ୍ତି। ତାଙ୍କ ରିପୋର୍ଟ ଆଧାରରେ ମେଡିକାଲ ଟିମ୍ ତାଙ୍କର ଅଧିକ ଚିକିତ୍ସା ପାଇଁ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବେ ବୋଲି ଜଣାପଡିଛି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories