www.samajalive.in
Monday, December 8, 2025
27.1 C
Bhubaneswar

ବ୍ରଜଘାତରେ ମହିଳା ଗୁରୁତର

ଆଠଗଡ: ଆଠଗଡ ଅଞ୍ଚଳରେ ଗତକାଲି ଅପରାହ୍ନରେ ପ୍ରବଳ ଘଡଘଡି ସହ ବର୍ଷା ହୋଇଥିଲା। ଏହି ଥାନା ଅନ୍ତର୍ଗତ କୁଲାଇଲୋ ପଞ୍ଚାୟତ ଅଧିନ ପାଟଲିଙ୍ଗା ଗ୍ରାମର ସୁକାନ୍ତ ଦାସଙ୍କ ପତ୍ନୀ ପ୍ରମୋଦିନୀ ଦାସ ଘରେ ଥିବା ସମୟରେ ବ୍ରଜପାତରେ ଗୁରୁତର ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ୧୦୮ ରୋଗୀବୁହା ଯାନରେ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ଏହି ରିପୋର୍ଟ ଲେଖା ହେବା ବେଳକୁ ପ୍ରମୋଦିନୀଙ୍କର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଜାରି ରହିଥିବା ଜଣା ପଡିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories