www.samajalive.in
Sunday, December 14, 2025
26.1 C
Bhubaneswar

ଓଡିଶାର ୧୭ ଜଣଙ୍କୁ ମିଳିବ ପୁଲିସ ପଦକ

ଭୁବନେଶ୍ୱର : ସ୍ୱାଧୀନତା ଦିବସ ଅବସରରେ ଦେଶର ମୋଟ ୯୫୪ ଜଣଙ୍କୁ ପୁଲିସ ପଦକ ପ୍ରଦାନ କରାଯିବ। ଓଡିଶାର ୧୭ ଜଣଙ୍କୁ ମିଳିବ ପୁଲିସ ପଦକ। ଅତି ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ମିଳିବ। ଏଡିଜି ସଂଜୟ କୁମାର, ଏଏସପି ରବୀନ୍ଦ୍ରନାଥ ଶତପଥୀଙ୍କୁ ପଦକ ମିଳିବ। ସାହସିକତା ପାଇଁ ଓଡିଶାର ୪ ଜଣଙ୍କୁ ମିଳିବ ପୁଲିସ ପଦକ। ସୁବେଦାର ପ୍ରହ୍ଲାଦ ହିମିରିକାଙ୍କୁ ସାହସିକତା ପଦକ, ଏସଆଇ ସନ୍ତୋଷ କୁମାର ଗୁରୁ, କମାଣ୍ଡୋ ସୁନୀଲ ବରିହାଙ୍କୁ ପଦକ, କନଷ୍ଟେବଳ ସୁଜିତ କୁମାର ରଣାଙ୍କୁ ସାହସିକତା ପଦକ ମିଳିବ।
ପ୍ରଶଂସନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପୁଲିସ ପଦକ। ଆଇଜି ଡ.ଦୀପକ କୁମାର,ଅତିରିକ୍ତ ଏସପି ଅନନ୍ତ ଚରଣ ପତି, ଅତିରିକ୍ତ ଏସପି ବେଣୁଧର ନାୟକଙ୍କୁ ପ୍ରଶଂସନୀୟ ପଦକ, ଡିଏସପି ରାଜୀବ ଲୋଚନ ପଣ୍ଡା,ଡିଏସପି ଭିଜିଲାନ୍ସ ଅମିତା ତ୍ରିପାଠୀ, ହାବିଲଦାର କୃଷ୍ଣଚନ୍ଦ୍ର ମହାନ୍ତ,କନଷ୍ଟେବଳ ପିଟର ତିର୍କୀ,ଏଏସଆଇ ଗୁପ୍ତ ପ୍ରସାଦ ମହାନ୍ତି, ଦିଲ୍ଲୀପ କୁମାର ନାଏକ,କନଷ୍ଟେବଳ ସୁଶାନ୍ତ କୁମାର ମାଝୀ,ଇନ୍ସପେକ୍ଟର ଉମାକାନ୍ତ ପ୍ରଧାନଙ୍କୁ ପ୍ରଶଂସନୀୟ ପଦକ ମିଳିବ।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories