www.samajalive.in
Monday, December 8, 2025
20.1 C
Bhubaneswar

୨୬ ନାଗ ସାପ ଉଦ୍ଧାର

ବାଲେଶ୍ବର : ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଚଢ଼ାଉ କରି ୨୬ଟି ନାଗ ସାପ ଉଦ୍ଧାର ହୋଇଛି। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ବନ ବିଭାଗ ଓଡ଼ିଶାରୁ ରାଜ୍ୟ ବାହାରକୁ ଲମ୍ବିଥିବା ଏହି ସାପ ବିଷ ରାକେଟର ପର୍ଦ୍ଦାଫାସ୍ କରିଛି । ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା ବୋଲି ପୁଲିସସ ସୂତ୍ରରୁ ସୂଚନା ମିଳିଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories