www.samajalive.in
Monday, December 8, 2025
14.1 C
Bhubaneswar

ବିନା ବର୍ଦ୍ଦିରେ ଅବକାରୀ ଅଧିକାରୀ ସାଜିଲେ ବାଲେଶ୍ବର ସାଂସଦ

ନୀଳଗିରି: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଚୋରା ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ନୀଳଗିରିର ଗୋପିନାଥପୁର ଅଞ୍ଚଳରେ  ଷ୍ଟେସନ୍ ନିର୍ମାଣାଧୀନ ଚାଲିଛି, ଯେଉଁ ଠାରେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଘର। ସେଠାରେ ସମ୍ପ୍ରତି ଚୋରା ବେପାରୀଙ୍କ ଆଡ୍ଡା ସ୍ଥଳ ପାଲଟି ଖୁଲମ ଖୁଲା ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଛି। ଏଭଳି ଖବର ସାଂସଦଙ୍କ କାନରେ ପଡିବା ପରେ ସେ ଚିଡି ଉଠିଥିଲେ। ହଠାତ ସେହି ଅଞ୍ଚଳକୁ ସେ ରାତିରେ ପ୍ରବେଶ କରିଥିଲେ। ଏହା ଦେଖି ମଦ ବେପାରୀ ଓ ମଦ୍ୟପ ଘଟଣା ସ୍ଥଳରେ ଛତ୍ରଭଙ୍ଗ ଦେଇଥିଲେ। କିଛି ବେପାରୀ ଧରା ପଡିଛନ୍ତି। ସାଂସଦଙ୍କ ଅଧିକାରୀ ବେଶକୁ ନେଇ ଅଞ୍ଚଳରେ ବେଶ୍ ଚର୍ଚ୍ଚା ହୋଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories