www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ୧୦୦ ସହରରେ ଚାଲିବ ୧୦ ହଜାର ବିଦ୍ୟୁତ୍‌ଚାଳିତ ବସ

ନୂଆଦିଲ୍ଲୀ : ପିଏମଇ-ବସ ସେବା ଅନ୍ତର୍ଗତ ଦେଶର ୧୦୦ଟି ସହରରେ ୧୦ ହଜାର ନୂତନ ବିଦ୍ୟୁତ୍‌ଚାଳିତ ବସ ଚାଲିବ ବୋଲି ବୁଧବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ବିଶ୍ୱକର୍ମା ଯୋଜନା ଅନୁସାରେ ଏହା ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ, ୬୭୭,୬୧୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories