www.samajalive.in
Monday, December 15, 2025
16.1 C
Bhubaneswar

ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ସାଧାରଣ ଜ୍ଞାନ ପ୍ରତିଯୋଗିତା

ରେଙ୍ଗାଲିକ୍ୟାମ୍ପ: ଆଜି ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ବରଗଡ଼ ଜିଲ୍ଲା ଅନ୍ତର୍ଗତ ବରଗଡ଼ ବ୍ଲକର ଜାମପାଲି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଅନୁଷ୍ଠାନ ପକ୍ଷରୁ ଛାତ୍ର ଓ ଛାତ୍ରୀ ମାନଙ୍କୁ ନେଇ ଏକ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେରେ ମର୍ଡନ ପବ୍ଲିକ ସ୍କୁଲର ଅଧ୍ୟକ୍ଷ ପାଣ୍ଡବ କର୍ଣ୍ଣ, ବିଶିଷ୍ଟ କଳାକାର ଭୁବନେଶ୍ବର ପ୍ରଧାନ, ସମାଜସେବୀ ପରେଶ କୁମାର ମେହେର, ସୁକୁନ ଟ୍ରଷ୍ଟର ଡାଇରେକ୍ଟର, ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ, ସମ୍ବଲପୁର ଜିଲ୍ଲା ସଭାପତି ବିରେନ୍ଦ୍ର ପ୍ରତାପ ସାହୁ ଓ ଝାରସୁଗୁଡ଼ାର ୩ଟି ସାମାଜିକ ଅନୁଷ୍ଠାନର ସଭାନେତ୍ରୀ ମାନେ ଯୋଗ ଦାନ କରି କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହ ମେମେଣ୍ଟୋ ପ୍ରଦାନ କରିଥିଲେ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories