www.samajalive.in
Wednesday, December 10, 2025
18.1 C
Bhubaneswar

ତୁଷୁରାରେ ୩ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

ଗୁଡଭେଲା : ତୁଷୁରା ଗ୍ରୀଡ ଅଞ୍ଚଳରେ ଗୁରୁବାର ୩ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ ରଖିବା ପାଇଁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ତୁଷୁରା ଗ୍ରୀଡରେ ଗତକାଲି ରାତି ୧୨.୩୦ରେ ହୋଇଥିବା ଜରୁରୀ କାଳୀନ ମରାମତି ପାଇଁ ଏବେ ସକାଳ ୦୮: ୩୦ ରୁ ୧୧:୩୦ ପର୍ଯ୍ୟନ୍ତ ବିଦ୍ୟୁତ ସରବରାହ ବନ୍ଦ ରହିବ। ତେଣୁ ସମସ୍ତ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ସହଯୋଗ କରିବା ପାଇଁ ତୁଷୁରା ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories