www.samajalive.in
Sunday, December 7, 2025
16.1 C
Bhubaneswar

ବୈତରଣୀ ନଦୀବନ୍ଧରେ ଘାଇ, ଭୟଭୀତ ସ୍ଥାନୀୟ ଲୋକେ

ଦଶରଥପୁର : ଯାଜପୁର ଜିଲା ଦଶରଥପୁର ବ୍ଳକ କମାଡିହି ପଞ୍ଚାୟତର ବଳରାମପୁରଠାରେ ଆଜି ସକାଳେ ବୈତରଣୀ ନଦୀବନ୍ଧ ଧସି ୫୦ ଫୁଟର ଘାଇ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଫଳରେ ଏହାର ପାଖାପାଖି ଲୋକେ ଭୟଭୀତ ରହିଛନ୍ତି। କୟାଁ, କମାରଢି, ଖାନ ନଗର, ଦତ୍ତପୁର ଆଦି ପଞ୍ଚାୟତ ସମେତ ୨୦ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେବାର ଆଶଙ୍କା ରହିଛି । ଅନ୍ୟପକ୍ଷରେ ନିମ୍ନମାନର କାମ ହେତୁ ନଦୀବନ୍ଧ ଧସୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଆଗାମୀ ୪୮ ଘଣ୍ଟାରେ ଘାଇ ମରାମତି କରାଯାଇ ପଥର ପ୍ୟାକିଂ କରାଯିବ ବୋଲି ଜଳ ସମ୍ପଦ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ ପ୍ରତିଶ୍ରୁତି ଦେଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories