www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟର ସମସ୍ତ ଜିଲାରେ ଖୋଲାଯିବ ଆଡଭାନ୍ସଡ ରିହାବିଲିଟେସନ୍ ସେଣ୍ଟର

ଭୁବନେଶ୍ୱର: ରାଜ୍ୟର ସମସ୍ତ ଜିଲାରେ ଆଡଭାନ୍ସଡ ରିହାବିଲିଟେସନ୍ ସେଣ୍ଟର(ଏଆରସି) ଖୋଲାଯିବ ବୋଲି ସୂଚନା ମିଳିଛି। ଖୁବ୍‌ ଶୀଘ୍ର ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୯ଟି ଜିଲାରେ ଏଆରସି ଖୋଲିବ। ପ୍ରତି ଜିଲାରେ ଖର୍ଚ୍ଚ ହେବ ୨୭ କୋଟିରୁ ୩୦ କୋଟି ଟଙ୍କା। ପର୍ଯ୍ୟାୟକ୍ରମେ ଅବଶିଷ୍ଟ ଜିଲାରେ ଏଆରସି ଖୋଲିବ ବୋଲି ଜଣାପଡ଼ିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories