www.samajalive.in
Sunday, December 14, 2025
26.1 C
Bhubaneswar

ହରଭଙ୍ଗା ପଂଚାୟତ ପକ୍ଷରୁ ଅମ୍ରିତ ବଟିକା କାର୍ଯ୍ୟକ୍ରମ

ହରଭଙ୍ଗା : ହରଭଙ୍ଗା ପଂଚାୟତ ପକ୍ଷରୁ ସ୍ଥାନୀୟ ସରପଞ୍ଚ ଶକୁନ୍ତଳା ବେହେରାଙ୍କ ଅଧ୍ୟକ୍ଷତାରେ ବୁକେସିଙ୍ଗା ଗ୍ରାମରେ ଅମ୍ରିତ ବଟିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଗ୍ରାମର ମୁଖିଆମାନଙ୍କ ସହିତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିଥିଲେ। ଗ୍ରାମର ନୂଆଖାଇ ବନ୍ଧ ହୁଡାରେ ଶହେ ଚାରା ରୋପଣ କରାଯିବା ସହିତ କାର୍ଯ୍ୟକ୍ରମର ମୁଖ୍ୟ ଉଦେଶ୍ୟ ବିଷୟରେ ସମସ୍ତଙ୍କୁ ପଂଚାୟତ ସରପଞ୍ଚ ଅବଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସରପଞ୍ଚଙ୍କ ସହିତ ପିଇଓ ଶ୍ରୀକାନ୍ତ ପ୍ରଧାନ,ଭୀମସେନ ଘିବିଲା, ପ୍ରକାଶ ଦାସ ସହ ବହୁ ବୁଦ୍ଧିଜୀବୀ ଯୋଗଦାନ କରିଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories