www.samajalive.in
Saturday, December 6, 2025
23.1 C
Bhubaneswar

ଓଲଟିଲା କାଚ ବୋତଲ ବୋଝେଇ ଟ୍ରକ,୨ ଅଳ୍ପକେ ବର୍ତିଲେ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା -ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ମାଧପୁର ନିକଟସ୍ଥ ବାରିଙ୍ଗ ବୁଲାଣି ନିକଟରେ ଏକ କାଚ ବୋତଲ ବୋଝେଇ ଟ୍ରକ ଭରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଛି।ସୌଭାଗ୍ୟବଶତଃ ଡ୍ରାଇଭର, ଖଲାସୀ ଅଳ୍ପକେ ବର୍ତ୍ତୀଯାଇଥିବା ଜଣାପଡିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories