www.samajalive.in
Sunday, December 14, 2025
17.1 C
Bhubaneswar

୫୨ଲକ୍ଷ ସିମ କାର୍ଡ ଜବତ

ଭୁବନେଶ୍ବର: ଫ୍ରଡ ଭାବେ କନେକସନ ହୋଇଥିବା ୫୨ ଲକ୍ଷ ସିମକାର୍ଡ ଅଚଳ ହୋଇଛି ବୋଲି କେନ୍ଦ୍ର ଟେଲିକମ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଜାଲ ଡକ୍ୟୁମେଣ୍ଟ ଦେଇ କନେକସନ ହୋଇଥିବାରୁ ଅଚଳ କରାଗଲା। ଅଚଳ କରାଯାଇଥିବା ୫୨ଲକ୍ଷ ସିମକାର୍ଡକୁ ଜବତ କରାଯାଇଛି। ସିମକାର୍ଡ ବିକ୍ରୀ କରୁଥିବା ୬୭ହଜାର ଡିଲର ବ୍ଲାକଲିଷ୍ଟେଡ ସହ ୩୦୦ ଏତଲା କରାଯାଇଛି ବୋଲି କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories