www.samajalive.in
Sunday, December 7, 2025
26.1 C
Bhubaneswar

ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିଦର୍ଶନ କଲେ ପ୍ରଣବ ଦାସ

ସୁଆଣ୍ଡୋ : ନିର୍ମାଣାଧୀନ ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିଦର୍ଶନ କଲେ ବିଜେଡି ସମ୍ପାଦକ ପ୍ରଣବ ଦାସ । ବିଧାୟକ ଉମାକାନ୍ତ ସାମନ୍ତରାୟ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା ପ୍ରମୁଖଙ୍କ ଗହଣରେ ଶ୍ରୀ ଦାସ ଓଡ଼ିଆ ବିଶ୍ୱବିଦ୍ୟାଳୟ ଓ ସଭା ହେବାକୁ ଥିବା ସ୍ଥାନ ପରିଦର୍ଶନ କରିଥିଲେ । ଆସନ୍ତାକାଲି ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ସତ୍ୟବାଦୀ ଗସ୍ତ କାର୍ୟ୍ୟକ୍ରମ ରହିଛି । ଏଥିପାଇଁ ଜିଲା ପ୍ରଶାସନ ଚଳଚଞ୍ଚଳ ରହିଥିବା ଦେଖିବାକୁ ମିଳିଛି । ଜିଲାପାଳ ସମର୍ଥ ବର୍ମା ଓ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଓ ବିଭିନ୍ନ ଅଧିକାରୀ ଘନଘନ ସତ୍ୟବାଦୀ ଗସ୍ତ କରୁଛନ୍ତି । ୨୫ ହଜାର ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଥିବାରୁ ସାକ୍ଷୀଗୋପାଳ କଲେଜ ପଡିଆରେ ସଭାସ୍ଥଳ ନିର୍ମାଣ କାମ ଶେଷ ପର୍ୟ୍ୟାୟରେ ପହଞ୍ଚି ସାରିଲାଣି । ସଚିବଙ୍କ ଗସ୍ତକୁ ସୁରୁଖୁରୁରେ ସମ୍ପୂର୍ଣ୍ଣ କରିବାକୁ ଜିଲା ଆରକ୍ଷି ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories