www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭୁବନେଶ୍ବରରେ ଓଡ଼ିଶାର ସର୍ବପ୍ରଥମ ସିଏନଜି ଗ୍ୟାସ ଚାଳିତ ‘ଶବଦାହ ଗୃହ’ ଲୋକାର୍ପିତ..

ମଣିପୁର ହିଂସା.. ରାଜ୍ୟପାଳଙ୍କୁ ରିପୋର୍ଟ ଦେଲା ସିଆରପିଏଫ..

- Advertisement -

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ..

ଓଡିଆ ବିଶ୍ୱବିଦ୍ୟାଳୟ କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ..

ବିଏସଏଫର ପ୍ରଥମ ପତ୍ରିକା ‘ରକ୍ଷକ’ର ଲୋକାର୍ପଣ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ.. ସୀମାରେ ଯବାନଙ୍କ ଜୀବନ୍ତ ଚିତ୍ର ଦେଖାଇବ ‘ରକ୍ଷକ’..

ଦିଲ୍ଲୀ ବିମାନବନ୍ଦରରେ ଦିଲ୍ଲୀ-ପୁଣେ ବିସ୍ତାରା ବିମାନରେ ବୋମା ଥିବା ନେଇ ଧମକ.. ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବିମାନରୁ ଓହ୍ଲାଗଲା….

ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ..

ଆଜି ସକାଳ ୫ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ୬୬.୨ ମିଲିମିଟର.. ଭୁବନେଶ୍ୱରରେ ୫୭.୬, ବାଲେଶ୍ୱର ୪୨.୬ ଏବଂ ଗୋପାଳପୁରରେ ୩୫.୮ ମିଲି ମିଟର ବର୍ଷା ରେକର୍ଡ..

ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆହୁରି ଦୁଇ ଦିନ ସାରା ରାଜ୍ୟରେ ବର୍ଷା ସମ୍ଭାବନା –  ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର..

ମଣିପୁର ହିଂସା ଘଟଣାରେ ପୁଣି ୩ ଜଣଙ୍କ ମୃତ୍ୟୁ..

ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ .. ୪ ବର୍ଷ ପାଇଁ ବାସନ୍ଦ..

ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ..

ଲେହ : ବୌଦ୍ଧ ଧର୍ମରେ ପୁଅକୁ ବିବାହ କରିବାରୁ ଦଳରୁ ବହିଷ୍କୃତ ହେଲେ ବିଜେପି ନେତା..

ଫସର ଫାଟିଲା ମାଓ ଷଡ଼ଯନ୍ତ୍ର.. ୧୦ କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ୍ ଜବତ..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories