www.samajalive.in
Sunday, December 14, 2025
26.1 C
Bhubaneswar

ଇଣ୍ଡିଆନ୍‌ ବ୍ୟାଙ୍କ ପକ୍ଷରୁ ଯୁବପିଢ଼ୀ ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଯୁବପିଢ଼ୀ ଗ୍ରାହକମାନଙ୍କର ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ୨୦ରୁ ୩୫ବର୍ଷ ବୟସର ୨୧୦ ଜଣ ଗ୍ରାହକ ଯୋଗଦେଇଥିଲେ । ଗ୍ରାହକ ମାନଙ୍କର ବ୍ୟାଙ୍କ ପ୍ରତି ଥିବା ଆଶା ଏଠାରେ ବ୍ୟାପକଭାବେ ଆଲୋଚନା କରାଯାଇଥିଲା ।

ଗ୍ରାହକମାନଙ୍କ ଅବଗତି ପାଇଁ ବ୍ୟାଙ୍କର ବିଭିନ୍ନ ଉତ୍ପାଦ ଏଠାରେ ଉପସ୍ଥାପନା କରାଯାଇଥିଲା । ଏହି ସମ୍ମିଳନୀରେ ଇଣ୍ଡିଆନ୍‌ ବ୍ୟାଙ୍କ କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟ ଭୁବନେଶ୍ୱରର ଉପ-ମହାପ୍ରବନ୍ଧକ ଶଙ୍କର ରାଜୁ ଭି, ଭୁବନେଶ୍ୱର ଆଞ୍ଚଳିକ ପ୍ରବନ୍ଧକ ପ୍ରଦୀପ୍ତ କୁମାର ରଥ ଏବଂ ଉପ-ଆଞ୍ଚଳିକ ପ୍ରବନ୍ଧକ ନବୀନ କୁମାର ପଟ୍ଟନାୟକ ଯୋଗଦେଇଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories