www.samajalive.in
Sunday, December 14, 2025
23.1 C
Bhubaneswar

ରୋଟାରୀ ଗ୍ରୀନ ପକ୍ଷରୁ ଫାଇଲେରିଆ ନିରାକରଣ ଅଭିଯାନ

କେନ୍ଦୁଝରଗଡ : ସଦର ବ୍ଲକ ବନାଯୋଡିସ୍ଥିତ ସାଇ ଆନନ୍ଦ ଇଣ୍ଟରନ୍ୟାସନାଲ ସ୍କୁଲ ଓ ଆନନ୍ଦାଶ୍ରମରେ କେନ୍ଦୁଝର ରୋଟାରୀ ଗ୍ରୀନ ପକ୍ଷରୁ ଗୁରୁବାର ଫାଇଲେରିଆ ନିରାକରଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ସମାଜସେବୀ ତଥା କେନ୍ଦୁଝର ରୋଟାରୀ ଗ୍ରୀନର ସମ୍ପାଦିକା ସେବତୀ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇ ସାଇ ଆନନ୍ଦ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀ, ଆନନ୍ଦାଶ୍ରମର ଅନ୍ତବାସୀ ଏବଂ ଆଇଡିଏର କର୍ମଚାରୀଙ୍କୁ ଫାଇଲେରିଆରୁ କିଭଳି ନିଜକୁ ମୁକ୍ତ କରିପାରିବେ ସେ ସମ୍ପର୍କରେ ସଚେତନ କରିବା ସହ ଆବଶ୍ୟକ ଔଷଧ ସେବନ କରାଇଥିଲେ । ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories