www.samajalive.in
Monday, December 8, 2025
14.1 C
Bhubaneswar

ଉଦ୍ୟାନ ଏକ୍ସପ୍ରେସ ଟ୍ରେନରେ ଅଗ୍ନିକାଣ୍ଡ

ବେଙ୍ଗାଲୁରୁ : ବେଙ୍ଗାଲୁରୁର କ୍ରାନ୍ତିବୀରା ସାଙ୍ଗୋଲି ରାୟନା(କେଏସଆର) ରେଳ ଷ୍ଟେସନରେ ଶନିବାର ଉଦ୍ୟାନ ଏକ୍ସପ୍ରେସ ଟ୍ରେନରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ତେବେ ଟ୍ରେନ୍‌ଟି ଶେଷ ଷ୍ଟପେଜରେ ପହଞ୍ଚିବାର ଦୁଇ ଘଣ୍ଟା ପରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇନାହିଁ। ଅଗ୍ନିଶମ ବାହିନୀ ଏବଂ ବିଶେଷଜ୍ଞମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଅନୁଧ୍ୟାନ କରୁଛନ୍ତି। ଟ୍ରେନଟି ମୁମ୍ବାଇ-ବାଙ୍ଗାଲୋର ଷ୍ଟେସନ ପର୍ଯ୍ୟନ୍ତ ଚାଲିଥାଏ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories