www.samajalive.in
Sunday, December 14, 2025
16.1 C
Bhubaneswar

ପାଖେଇ ଆସୁଛି ସମୟ, ବଢୁଛି ହୃତ୍‌ସ୍ପନ୍ଦନ; ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ଘୋଷଣା

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା(ଇସ୍ରୋ)ର ବହୁପ୍ରତୀକ୍ଷିତ ମିଶନ ‘ଚନ୍ଦ୍ରଯାନ-୩’କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ‘ଚନ୍ଦ୍ରଯାନ-୩’ର ଲ୍ୟାଣ୍ଡିଂ ସମୟ ଘୋଷଣା କରିଛି ଇସ୍ରୋ। ଅଗଷ୍ଟ ୨୩ ତାରିଖ ସନ୍ଧ୍ୟା ୬ଟା ୪ ମିନିଟରେ ‘ଚନ୍ଦ୍ରଯାନ-୩’ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ସହଜ ଅବତରଣ କରିବ ବୋଲି ରବିବାର ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ‘ଚନ୍ଦ୍ରଯାନ-୩’ ବର୍ତ୍ତମାନ ସୁଦ୍ଧା ସମସ୍ତ ଲକ୍ଷ୍ୟ ପୂରଣ କରିସାରିଛି। ଅଗଷ୍ଟ ୨୩ରେ ‘ଚନ୍ଦ୍ରଯାନ-୩’କୁ ସହଜ ଅବତରଣ କରାଇବା ପାଇଁ ଇସ୍ରୋ ଗତ ମଧ୍ୟରାତ୍ରି ଅର୍ଥାତ ଅଗଷ୍ଟ ୨୦ ରାତି ୧ଟା ୫୦ ମିନିଟରେ ଦ୍ଵିତୀୟ ତଥା ଅନ୍ତିମ ଡି-ବୁଷ୍ଟିଙ୍ଗ ପ୍ରକ୍ରିୟା ସମ୍ପନ୍ନ କରିଛି। ଏବେ ଚନ୍ଦ୍ରଯାନ-୩ ଚନ୍ଦ୍ରଠାରୁ ୧୩୪ କିଲୋମିଟର ବ୍ୟାସାର୍ଦ୍ଧ ଅଂଚଳ ମଧ୍ୟରେ ୨୫ କିଲୋମିଟର ଦୂରରୁ ପ୍ରଦକ୍ଷିଣ କରୁଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories