ପୁରୀ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜରେ ରାଗିଂ ଅଭିଯୋଗ

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜରେ ରାଗିଂ ଅଭିଯୋଗ ହୋଇଛି। ରାଗିଂ ନେଇ କଲେଜ ଡିନଙ୍କ ମେରାଇନ ଥାନାରେ ଅଭିଯୋଗ କରିଛନ୍ତି। ଦ୍ବିତୀୟ ବର୍ଷର ୩ଜଣ ଛାତ୍ରଙ୍କ ନାମରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି।

Comments are closed.