www.samajalive.in
Sunday, December 14, 2025
26.1 C
Bhubaneswar

ପୁଲିସଠୁ ଅଭିଯୁକ୍ତକୁ ଛଡ଼ାଇନେଲେ ପରିବାର ଲୋକେ

ସୋର:ପୁଲିସକୁ ଆକ୍ରମଣ କରି ଅଭିଯୁକ୍ତକୁ ପରିବାର ଲୋକେ ଛଡ଼ାଇନେଇଥିବା ଅଭିଯୋଗ ହୋଇଛି। ଅନନ୍ତପୁର ଫାଣ୍ଡି ଅଧିକାରୀଙ୍କଠାରୁ ପରିବାର ଲୋକେ ଅଭିଯୁକ୍ତକୁ ଛଡ଼ାଇ ନେଇଛନ୍ତି। ପୁରୁଷୋତ୍ତମପୁର ଗାଁରୁ ୱାରେଣ୍ଟିକୁ ଧରି ଅଟୋରେ ପୁଲିସ ଯାଉଥିବାବେଳେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ବାଲିଛନ୍ଦା ଘାଟ ନିକଟରେ ପୁଲିସକୁ ଆକ୍ରମଣ କରି ପରିବାର ଲୋକେ ଅଭିଯୁକ୍ତକୁ ଛଡ଼ାଇନେଇଥିବା ଜଣାପଡ଼ିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories