www.samajalive.in
Wednesday, December 10, 2025
26.1 C
Bhubaneswar

ନିଆଁ ଲାଗି ୨୫ ବଖରା ଭସ୍ମ

ପିପିଲି: ଡେଲାଙ୍ଗର ଧାନକେରା ପଞ୍ଚାୟତ ନୂଆଗାଁରେ ଭୟାବହ ଅଗ୍ନିକାଣ୍ଡଘଟିଛି। ଏହି ଅଗ୍ନିକାଣ୍ଡରେ ଗାଁର ୨୫ ବଖରା ଘର ଭସ୍ମିଭୂତ ହୋଇଛି। ଅଗ୍ନିକାଣ୍ଡ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories