www.samajalive.in
Tuesday, December 9, 2025
17.1 C
Bhubaneswar

ସୋମବାର ରାଶିଫଳ(୨୧.୦୮.୨୦୨୩)​​‌

ମେଷ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚାକିରି କ୍ଷେତ୍ରରେ ସେବାନୁରକ୍ତ ହୋଇ ପ୍ରଶଂସାର ପାତ୍ର ହେବେ। ସୁଖୀ ହେବେ।

ବୃଷ : କର୍ମଚଞ୍ଚଳ ହେବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ।

ମିଥୁନ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ସୁସ୍ଥ ରହିବେ।

କର୍କଟ : ମନ ପ୍ରସନ୍ନ ରହବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧନାଗମ ହେବ।

ସିଂହ : ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ। ବ୍ୟବହାର ଅତ୍ୟନ୍ତ ଭଦ୍ର ହେବ। ଧନାଗମ ହେବ।

କନ୍ୟା : ଲାଗି ରହିଥିବା ମୋକଦ୍ଦମାର ବିଚାରରୁ ନ୍ୟାୟ ମିଳିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟ ହେବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

ତୁଳା : ତପ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। କର୍ମଚଞ୍ଚଳ ରହିବେ। ରାଜଯୋଗ ଅଛି। ଶ୍ରେଷ୍ଠାସନରେ ଆସୀନ ହୋଇପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ବିଛା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।

ଧନୁ : ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକାରକ ହେବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ, ପ୍ରେମୀ ଓ ବିଳାସୀ ହେବେ।

କୁମ୍ଭ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କ୍ରୀଡ଼ା କ୍ଷେତ୍ର ପାଇଁ ବହୁ ଉନ୍ନୟନମୂଳକ ଯୋଜନା ପ୍ରସ୍ତୁତି ଓ କାର୍ଯ୍ୟକାରୀ କରିପାରନ୍ତି। କାର୍ଯ୍ୟରେ ଉପୁଜିଥିବା ବିଘ୍ନକୁ ଅକ୍ଲେଶରେ ପାର ହୋଇପାରନ୍ତି।

ମୀନ : ସମାଜସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ମନରେ ଉପୁଜିଥିବା ଭାବକୁ ଈଶ୍ବରଙ୍କୁ ସମର୍ପି ଦେଇ ପାରନ୍ତି। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories