www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତା ୨୩ରୁ ପୁଣି ପ୍ରବଳ ବର୍ଷା !

ଭୁବନେଶ୍ବର: ଆସନ୍ତା ୨୩ ତାରିଖରୁ ପୁଣି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୨୩ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଆଦି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାରମ୍ବାର ଲଘୁଚାପ ସତ୍ତ୍ବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ଜଣାପଡ଼ିଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories