www.samajalive.in
Tuesday, December 9, 2025
16.1 C
Bhubaneswar

ଦୁର୍ଘଟଣାରେ ୨ ମୃତ

ରସୁଲପୁର : ରସୁଲପୁର ବ୍ଲକ ଅନ୍ତର୍ଗତ କୁଆଖିଆ ପୁରୁଣା ଥାନା ନିକଟରେ ୧୬ନମ୍ବର ଜାତୀୟ ରାଜପଥ ମୂଳପାଳ ଠାରେ ଆଜି ମଧ୍ୟାହ୍ଣରେ ଏକ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଅଚଳ ଟ୍ରକକୁ ମରାମତି କରୁଥିବାବେଳେ ଦ୍ରୁତ ଗତିରେ ଆସୁଥିବା ଆଉ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କୁଆଖିଆ ଥାନା ପୁଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

Hot this week

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

Related Articles

Popular Categories