www.samajalive.in
Thursday, December 11, 2025
14.1 C
Bhubaneswar

ଛତିଶଗଡ଼ : ୨ୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ

ରାୟପୁର : ଛତିଶଗଡ଼ ବିଧାନସଭାର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହେବ। ରାଜ୍ୟର ୧୯ଟି ଜିଲ୍ଲାର ୭୨ଟି ନିର୍ବାଚନ ମଣ୍ଡଳୀରେ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୧୦୭୯ ଜଣ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।
ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ। ମୋଟ ୧,୫୩,୮୫,୯୮୩ ଜଣ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୯,୨୯୬ଟି ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories