www.samajalive.in
Sunday, December 14, 2025
19.1 C
Bhubaneswar

କାଲିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର: କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ କାଲିଠୁ ୨୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଲି ପ୍ରବଳ ବର୍ଷା ନେଇ ୨୧ଟି ଜିଲାକୁ ସତର୍କତା ଜାରି କରାଯାଇଥିବାବେଳେ ୨୪ ତାରିଖରେ ୧୧ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories