www.samajalive.in
Monday, December 8, 2025
20.1 C
Bhubaneswar

ନର୍ସ ପଦ ପୂରଣ ପ୍ରସଙ୍ଗ : ଅନ୍ତରୀଣ ନିର୍ଦେଶରେ ପରିବର୍ତ୍ତନ କଲେ ହାଇକୋର୍ଟ

କଟକ : ନର୍ସ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅଙ୍କୁଶ ହଟିଛି। ପୂର୍ବରୁ ଜାରି ହୋଇଥିବା ଅନ୍ତରୀଣ ନିର୍ଦେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ। କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ନିର୍ଦ୍ଦିଷ୍ଟ ପଦ ସଂରକ୍ଷିତ ରଖାଯିବ। ଅନ୍ୟ ପଦ ଗୁଡିକରେ ସରକାର ନିଯୁକ୍ତି ଦେଇପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ତେବେ ଏହି ପ୍ରକ୍ରିୟା ଆରମ୍ଭ ହେଲେ ମୋଟ ୭୪୮୩ଟି ନର୍ସ ପଦ ପୂରଣ ହେବ । ୩୦ଟି ଜିଲା ଏବଂ ୩ଟି ମେଡିକାଲ କଲେଜରେ ନିଯୁକ୍ତି ପ୍ରକ୍ରିୟା ଉପରେ ଗତ ମେ ମାସ ୧ ତାରିଖରେ ନୂଆ ନିଯୁକ୍ତି ଉପରେ ରୋକ ଲଗାଇଥିଲେ ହାଇକୋର୍ଟ ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories