www.samajalive.in
Saturday, December 13, 2025
14.1 C
Bhubaneswar

କଟକରେ ପୁଣି ନକଲି ଲଙ୍କା ଗୁଣ୍ଡ ଓ ଜିରା ଗୁଣ୍ଡ ଜବତ

କଟକ : ପୁଣି କଟକରେ ନକଲି ଖାଦ୍ୟ ଜିନିଷ ଠାବ ହୋଇଛି। ମାଲଗୋଦାମରୁ ପୁଣି ମିଳିଛି ନକଲି ଲଙ୍କା ଗୁଣ୍ଡ ଓ ଜିରା ଗୁଣ୍ଡ। ଘଟଣା ବିଷୟରେ ଖବର ପାଇ ମାଲଗୋଦାମରେ ସିଏମସି ଏନଫୋର୍ସମେଣ୍ଟ ଟିମ ଚଢାଉ କରିଥିଲେ। ଅପମିଶ୍ରିତ ଲଙ୍କା, ଜିରାଗୁଣ୍ଡ ସହ ବିଭିନ୍ନ ଅପମିଶ୍ରିତ ସାମଗ୍ରୀ ଜବତ କରାଯାଇଛି। ମାଲଗୋଦାମ ଗୁଡସେଡ୍‌‌ ଅଞ୍ଚଳରେ ଥିବା ଏକ ଦୋକାନରୁ ଜବତ ହୋଇଛି। ନକଲି ସାମଗ୍ରୀ ଜବତ ସହ ସିଏମସି ଦୋକାନକୁ ସିଲ୍‌‌ କରିଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories