www.samajalive.in
Sunday, December 7, 2025
26.1 C
Bhubaneswar

ହୋମଗାର୍ଡଙ୍କୁ ନିର୍ଯାତନା ଅଭିଯୋଗ, ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି

ଭୁବନେଶ୍ବର: କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କ କଟକସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି ହୋଇଛି। ତାଙ୍କ ପତ୍ନୀ ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବଦଳି। ଜଣେ ମହିଳା ହୋମଗାର୍ଡଙ୍କୁ ଡିଆଇଜିଙ୍କ ପତ୍ନୀଙ୍କ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଡିଆଇଜିଙ୍କ ପତ୍ନୀଙ୍କ ନିର୍ଯାତନା ସହି ନପାରି ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଫଳରେ ତାଙ୍କର ଦୁଇଟି ଗୋଡ଼ କଟି ଯାଇଛି ଏବଂ ଗୁରୁତର ଅବସ୍ଥାରେ ସେ ଏବେ ଚିକିତ୍ସାଧୀନ ରହିଛନ୍ତି। ଏହି ଘଟଣା ନେଇ ଜାତୀୟ ମାନବାଧିକାର ଆୟୋଗରେ ଏତଲା ଦାଏର କରାଯାଇଛି।

ଅପରପକ୍ଷରେ ଏହି ଘଟଣାରେ ରାଜ୍ୟ ମାନବାଧିକାର ଆୟୋଗ ପକ୍ଷରୁ ନିଜ ଆଡୁ ମାମଲା ରୁଜୁ କରାଯାଇଛି। ମାମଲା ରୁଜୁ କରିବା ସହ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କୁ ସେପ୍ଟେମ୍ବର ୧୫ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories