ବିନିକା : ସୋନପୁର ଜିଲା ବିନିକା ଥାନା ବିଶାଲପାଲି ଛକ ନିକଟ ଏକ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ବିନିକା ପୁଲିସ ଉଦ୍ଧାର କରିଥିବା ଜଣାପଡ଼ିଛି। ଖବର ଅନୁସାରେ, ବିଶାଲପାଲି ଛକ ନିକଟର ଥିବା ଏକ ପରିତ୍ୟକ୍ତ ଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ତୁରନ୍ତ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଖବର ଲେଖାହେବା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନାହିଁ ।
Popular Categories



