ସ୍ତ୍ରୀକୁ ଶାବଳରେ ପିଟିପିଟି ହତ୍ୟା କଲା ସ୍ୱାମୀ
ମୋହନା : ପାରିବାରିକ କଳହରୁ ସ୍ତ୍ରୀକୁ ସ୍ବାମୀ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗଜପତି ଜିଲା ମୋହନା ଥାନା ରାଣୀଖମା ଗାଁର ହାଡୁ ମଲିକ ନିଜ ସ୍ତ୍ରୀ ସାରୁଗାଳୁ ମଲିକଙ୍କୁ ଅତି ଅମାନୁଷିକ ଭାବେ ହତ୍ୟା କରିଥିବା ଜଣାପଡ଼ିଛି । ଏନେଇ ମୃତକଙ୍କ ଭାଇ ମୋହନା ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି। ପୁଲିସ ଶବ ଜବତ କରି ସ୍ୱାମୀକୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।
Comments are closed.