www.samajalive.in
Sunday, December 7, 2025
16.1 C
Bhubaneswar

ପୁଲିସ ସମିତି ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଡିମିରି ଗୁଡା ଚମ୍ପିୟାନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିଆ ଖେଳ ପଡିଆରେ ଆୟୋଜିତ ଚାରି ଦିନିଆ ଆମ ପୁଲିସ ସମିତିର ବନ୍ଧୁତ୍ୱପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଓ ଅଞ୍ଚଳରେ ଥାନା ପୋଡି ସହ ପୁଲିସକୁ ମାଡ଼ ଘଟଣା ପରେ ହୋଇଥିବା ଉତେଜନା ଓ ଭୟର ବାତାବରଣକୁ ନେଇ ଶାନ୍ତି ଫେରାଇ ଆଣିବାକୁ ପୁଲିସର ପ୍ରୟାସକୁ ନେଇ ଅନୁଷ୍ଠିତ ହୋଇଥିବା ଫୁଟ୍ବକ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ଉଦଯାପନୀ ଅବସରରେ ମୁଖ୍ୟ ଅତିଥି ଭାବେ ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମି ରଞ୍ଜନ ମହନ୍ତ ଯୋଗ ଦେଇଥିଲେ। ବ୍ଲକର ୧୬ଟି ପଞ୍ଚାୟତର ୧୬ଟି ଫୁଟ୍ବଲ ଟିମ ଯୋଗ ଦେଇଥିବା ବେଳେ କେଳାପଡା ପଞ୍ଚାୟତ ସହ ଡିମିରି ଗୁଡା ପଞ୍ଚାୟତ ଟିମ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଡିମିରି ଗୁଡା ପଞ୍ଚାୟତର ଟିମ ୩-୨ ଗୋଲରେ ବିଜୟ ଲାଭ କରିଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories