www.samajalive.in
Tuesday, December 9, 2025
16.1 C
Bhubaneswar

ଜିଲ୍ଲା ନିର୍ବାଚନ ପରିଚାଳନା ଯୋଜନା ପ୍ରସ୍ତୁତି ବୈଠକ

ବୌଦ୍ଧ: ବୌଦ୍ଧ ଜିଲାରେ ୨୦୨୪ ସାଧାରଣ ନିର୍ବାଚନ ସକାଶେ ଜିଲ୍ଲା ନିର୍ବାଚନ ପରିଚାଳନା ଯୋଜନା କମିଟିର ଏକ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ କାର୍ୟ୍ୟାଳୟରେ ଅନୁଷ୍ଠିତ ହୋଇଛି। ଆସନ୍ତାବର୍ଷ ହେବାକୁ ଥିବା ‘ସାଧାରଣ ନିର୍ବାଚନ-୨୦୨୪’କୁ ଆଖି ଆଗରେ ରଖି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ନିର୍ବାଚନ ପରିଚାଳନା ଯୋଜନା କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ନୃସିଂହ ଚରଣ ସ୍ୱାଇଁଙ୍କ ଅଧକ୍ଷତରେ ଅନୁଷ୍ଠିତ ବୈଠକରେ ପର୍ୟ୍ୟବେକ୍ଷକ ଭାବେ ଡକ୍ଟର ଇପସିତା ପ୍ରିୟଦର୍ଶିନୀ ମିଶ୍ର ଯୋଗ ଦେଇ ତଦାରଖ ଏବଂ ମାର୍ଗଦର୍ଶନ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories