www.samajalive.in
Sunday, December 14, 2025
26.1 C
Bhubaneswar

ଜିଲ୍ଲା ଯୋଗାଣ ବିଭାଗ ଚଢ଼ାଉ, ଗ୍ୟାସ ସିଲିଣ୍ଡର ଜବତ

ଫୁଲବାଣୀ: ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ କନ୍ଧମାଳ ଜିଲ୍ଲାର ଯୋଗାଣ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ସ୍ଥାନୀୟ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଗ୍ୟାସ ଏଜେନ୍ସିର ହାଟପଦା ଠାରେ ଥିବା ଏସିଆନ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରି ଚାରୋଟି ଗ୍ୟାସ ଭର୍ତ୍ତି ସିଲିଣ୍ଡର ଏବଂ ୬ଟି ଖାଲି ତ୍ରୁଟି ପୂର୍ଣ୍ଣ ସିଲିଣ୍ଡରକୁ ଜବତ କରିଥିଲେ। ସିଲିଣ୍ଡରରେ ଗୁଡ଼ିକରେ ଆବଶ୍ୟକ ମାତ୍ରା ଠାରୁ କମ ଓଜନର ଗ୍ୟାସ ଥିବା ଓ ସିଲିଣ୍ଡରରେ ତ୍ରୁଟି ଥିବା ଦର୍ଶାଇଥିଲେ ଓ ଓଜନ କିପରି ଓ କାହିଁକି କମ ଆସିଲା ବୋଲି ପ୍ରଶ୍ନ କରିବାରେ ଦାୟିତ୍ୱରେ ଥିବା କର୍ତ୍ତୃପକ୍ଷ କୌଣସି ସନ୍ତୋଷ ଜନକ ଉତ୍ତର ଦେଇ ନ ପରିବାରୁ ଜବତ କରିଥିଲେ। ଜବତ ସମସ୍ତ ସିଲିଣ୍ଡର ଗୁଡିକୁ ମା ନାରାୟଣୀ ଗ୍ୟାସ ବିତରଣକାରୀ ଅକ୍ଷୟ ବିଶ୍ୱାଳଙ୍କୁ ହସ୍ତାନ୍ତର କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories