www.samajalive.in
Saturday, December 13, 2025
21.1 C
Bhubaneswar

ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ

ରାୟଗଡ଼ା : ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ସହ ଭୁବନେଶ୍ବର ଓ ନିଆଳିରେ ବି ଭିଜିଲାନ୍ସର ୫ ଜଣିଆ ଟିମ୍ ଚଢ଼ାଉ କରୁଥିବା ଜଣାପଡ଼ିଛି। ବୀମା ରସିଦ ଓ ବଣ୍ଡ୍ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ ହୋଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories