www.samajalive.in
Friday, December 12, 2025
16.1 C
Bhubaneswar

ମୟୁରଭଞ୍ଜ ବନ୍ଦ ଡାକରା : ଦୋକାନ ବଜାର ସହ ଅଫିସ ଓ ଶିକ୍ଷାନୁଷ୍ଠାନରେ ତାଲା

ଉଦଳା: ଜେଏମଏମ ପକ୍ଷରୁ ମୟୁରଭଞ୍ଜ ବନ୍ଦ ଡାକରା ଦିଆଯାଇଛି । ଆବାସ ଯୋଜନାରେ ହିତାଧିକାରୀ ମାନଙ୍କ ଅର୍ଥ ରାଶିକୁ ବୃଦ୍ଧି, ଅଲଚିକି ଭାଷା ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି, ଭତ୍ତା ବୃଦ୍ଧି ଦାବି ଓ ପ୍ରତି ଗାଁରେ ଜାହିରାର ଉନ୍ନତିକରଣ ପରି ୧୫ ଦଫା ଦାବି ନେଇ ଜେଏମଏମ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ପ୍ରଭାବରେ ଉଦଳା ସମେତ ଅନ୍ୟାନ୍ୟ ସ୍ଥାନରେ ଦୋକାନ ବଜାର, ବସ, ଅଫିସ୍ ଓ ବିଭିନ୍ନ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

Related Articles

Popular Categories